Masthead

କାବୁଲ ଏୟାରପୋର୍ଟକୁ ସିଲ କଲା ତାଲିବାନ

(ବଡ଼ ଖବର ବ୍ୟୁରୋ): ଆଫଗାନ ନାଗରିକ ଛାଡ଼ିପାରିବେନି ଦେଶ । କାବୁଲ ଏୟାରପୋର୍ଟ ରାସ୍ତାକୁ ସିଲ କଲା ତାଲିବାନ । କେବଳ ବିଦେଶୀ ନାଗରିକ ଦେଶ ଛାଡ଼ିପାରିବେ ବୋଲି କହିଲେ ତାଲିବାନ ମୁଖପାତ୍ର ଜବିଉଲ୍ଲା ମୁଜାହିଦ୍ । ହଜାର ହଜାର ଆଫଗାନ ନାଗରିକ ଦେଶ ଛାଡ଼ି ଚାଲିଯିବା ପାଇଁ ଏୟାରପୋର୍ଟରେ ଭିଡ଼ ଜମାଇଥିବା ବେଳେ କଡ଼ା ଅଭିମୁଖ୍ୟ ଦେଖାଇଛି ତାଲିବାନ ।

କେବଳ ବିଦୈଶୀ ନାଗରିକ ବିମାନବନ୍ଦରକୁ ଯାଇପାରିବେ ବୋଲି କହିଛନ୍ତି ତାଲିବାନ ମୁଖପାତ୍ର ଜବିହୁଲ୍ଲା ମୁଜାହିଦ୍ । ବିମାନବନ୍ଦରରେ ଭିଡ଼ ହେଉଥିବାରୁ ଦଳା ଚକଟା ଆଶଙ୍କା କରି ପଦକ୍ଷେପ ନିଆଯାଇଥିବା ତାଲିବାନ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା