Masthead

କାବୁଲ ଏୟାରପୋର୍ଟକୁ ସିଲ କଲା ତାଲିବାନ

(ବଡ଼ ଖବର ବ୍ୟୁରୋ): ଆଫଗାନ ନାଗରିକ ଛାଡ଼ିପାରିବେନି ଦେଶ । କାବୁଲ ଏୟାରପୋର୍ଟ ରାସ୍ତାକୁ ସିଲ କଲା ତାଲିବାନ । କେବଳ ବିଦେଶୀ ନାଗରିକ ଦେଶ ଛାଡ଼ିପାରିବେ ବୋଲି କହିଲେ ତାଲିବାନ ମୁଖପାତ୍ର ଜବିଉଲ୍ଲା ମୁଜାହିଦ୍ । ହଜାର ହଜାର ଆଫଗାନ ନାଗରିକ ଦେଶ ଛାଡ଼ି ଚାଲିଯିବା ପାଇଁ ଏୟାରପୋର୍ଟରେ ଭିଡ଼ ଜମାଇଥିବା ବେଳେ କଡ଼ା ଅଭିମୁଖ୍ୟ ଦେଖାଇଛି ତାଲିବାନ ।

କେବଳ ବିଦୈଶୀ ନାଗରିକ ବିମାନବନ୍ଦରକୁ ଯାଇପାରିବେ ବୋଲି କହିଛନ୍ତି ତାଲିବାନ ମୁଖପାତ୍ର ଜବିହୁଲ୍ଲା ମୁଜାହିଦ୍ । ବିମାନବନ୍ଦରରେ ଭିଡ଼ ହେଉଥିବାରୁ ଦଳା ଚକଟା ଆଶଙ୍କା କରି ପଦକ୍ଷେପ ନିଆଯାଇଥିବା ତାଲିବାନ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା