Masthead

କେରଳରେ ବଢୁଛନ୍ତି ତାଲିବାନ ସମର୍ଥକ

ବଡ଼ ଖବର ବ୍ୟୁରୋ: କେରଳରେ ଦିନକୁ ଦିନ ତାଲିବାନ ସମର୍ଥକଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏନେଇ ଶାସକ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆର କେରଳ ୟୁନିଟ ରାଜ୍ୟରେ ଜାମାତ-ଇ-ଇସଲାମି ହିନ୍ଦ ଦ୍ୱାରା ପ୍ରଚାର କରାଯାଇଥିବାର ଅଭିଯୋଗ ହୋଇଛି ।

ଏହା ସହ ସିପିଏମ ଦ୍ୱାରା ଏହାର ପାର୍ଟି କ୍ୟାଡରମାନଙ୍କ ମଧ୍ୟରେ ବଣ୍ଟନ କରାଯାଇଥିଲା । ଏପରିକି ଜମାତ ସୋସିଆଲ ମିଡିଆ ଏବଂ ପ୍ରକାଶନ ବ୍ୟବହାର କରି କେରଳରେ ନିଜର ଏଜେଣ୍ଡାକୁ ଆଗକୁ ବଢାଉଛି । ଯାହାଫଳରେ କେରଳରେ ତାଲିବାନ ସମର୍ଥକଙ୍କ ସଂଖ୍ୟା ବୃଦ୍ଧି ପାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି