Masthead

‘ସରକାରଙ୍କ ସହ ଆଲୋଚନା ସଫଳ ନୁହେଁ କି ବିଫଳ ନୁହେଁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘରୋଇ ବସ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ପ୍ରତିକ୍ରିୟା । କହିଛନ୍ତି ସରକାରଙ୍କ ସହ ହୋଇଥିବା ଆଲୋଚନା ସଫଳ ନୁହେଁ କି ଵିଫଳ ନୁହେଁ । ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟ ସ୍ଥଗିତ ଅଛି । ପ୍ରତ୍ୟାହୃତ ହୋଇନି । ୩୦ ତାରିଖରେ ସଂଘର ସାଧାରଣ ପରିଷଦ ବୈଠକରେ ଆଗମୀ କାର୍ଯ୍ୟପନ୍ଥା ନେଇ ନିଷ୍ପତ୍ତି ନିଆଯିବ । ସରକାରଙ୍କୁ ଆମେ ଆମ ରୁଟ ଚାର୍ଟ ଦେଇଛୁ । ସରକାରଙ୍କ ରିଜୋଲ୍ୟୁସନକୁ ଅପେକ୍ଷା କରିଛୁ । ବ୍ଲକରୁ ଜିଲ୍ଲାକୁ ଲକ୍ଷ୍ମୀ ବସ ଗଡିବା ପ୍ରସଙ୍ଗରେ ସରକାର ଓ ସଙ୍ଘ ପ୍ରତିକ୍ରିୟାରେ ରହୁନି ତାଳମେଳ ।

ବ୍ଲକରୁ ଜିଲ୍ଲାକୁ ଲକ୍ଷ୍ମୀ ବସ ଗଡିବ ବୋଲି ମନ୍ତ୍ରୀ ବୟାନ ଦେଇଥିବା ବେଳେ ସଂଘ କହିଛି, ମନ୍ତ୍ରୀ କ’ଣ କହିଛନ୍ତି ଆମେ ଜାଣିନୁ । କିନ୍ତୁ ୩୧ ତାରିଖ ଯାଏଁ ବ୍ଲକରୁ ଜିଲ୍ଲାକୁ ବସ ଗଡ଼ିବ ନାହିଁ । ଘରୋଇ ବସ ମାଲିକ ସଂଘ ଚାପରେ ଗଜପତି ଜିଲ୍ଲାରେ ବ୍ଲକରୁ ଜିଲ୍ଲା ମୁଖ୍ୟାଳୟକୁ ବସ ଚଳାଚଳ ବନ୍ଦ କରିଛନ୍ତି ସରକାର । ଯଦି ଏହାପରେ ବି ସରକାର ବ୍ଲକରୁ ଜିଲ୍ଲାକୁ ବସ ଚଳାଚଳ କରିବେ, ଏନେଇ ସଂଘ ଆଲୋଚନା କରି ପରବର୍ତ୍ତୀ ପଦକ୍ଷେପ ନେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା