Masthead

ବିପୁଳ ମଦ ଜବତ

ସୁକିନ୍ଦା, (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଟାମକା ପୋଲିସକୁ ମିଳିଛି ବଡ଼ ସଫଳତା। ୬୨ଲିଟର ଦେଶୀମଦ ସହ ୧୯୫ ବୋତଲ ବିଦେଶୀ ମଦ ଜବତ କରି ୩ ଜଣଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ। ସୂଚନା ମୁତାବକ, ଟାମକା ଥାନାଧିକାରିଣୀ ସଂଘମିତ୍ରା ନାୟକ ବିଶେଷ ସୂତ୍ରରୁ ଖବର ପାଇ ଜନ୍ଦାପାଳ ଲେବୁଲ୍ କ୍ରସିଂ ନିକଟରେ ଚଢ଼ାଉ କରିଥିଲେ। ଗିରଫ ଅଭିଯୁକ୍ତମାନେ ହେଲେ ରମେଶ ସାହୁ (୪୨), ସୁମନ୍ତ ସାହୁ (୩୬) ଏବଂ ସଞ୍ଜୟ ମହାନ୍ତ (୩୧)। ଏମାନେ ସମସ୍ତେ କେନ୍ଦୁଝର ଜିଲ୍ଲାର ବୋଲି ଥାନା ଅଧିକାରିଣୀ ସୂଚନା ଦେଇଛନ୍ତି। ଏମାନଙ୍କଠାରୁ ମଦ କାବରାରରେ ବ୍ୟବହୃତ ଗୋଟିଏ ସାଇକେଲ ଓ ଓଡି-୩୪-ଡି୮୬୩୪ ନମ୍ବର ସ୍କୁଟି ମଧ୍ୟ ପୋଲିସ ଜବତ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା