ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଟାଙ୍ଗୀ(ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ବିରିବାଡି ଗାଁ ପୁରୁଣା ସାହିରେ ଅଗ୍ନିକାଣ୍ଡ । ବିଜୟ ବିଶ୍ୱାଳଙ୍କ ଟେଷ୍ଟ ହାଉସ୍ ଘରେ ଅଗ୍ନିକାଣ୍ଡ ଘଟିଛି । ବୁଧବାର ମଧ୍ୟାହ୍ନ ୨ଟାରେ ଘଟିଛି ଏ ଅଘଟଣ। ଗଙ୍ଗାଧରପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ । ଟେଣ୍ଟ ହାଉସ୍ ଘରେ ଥିବା ଲକ୍ଷାଧିକ ଟଙ୍କାର ଟେଣ୍ଟ କପଡା, ଲାଇଟ୍ ଓ ମେସିନ ପୋଡି ପାଉଁଶ ହୋଇଯାଇଛି । ୪ଲକ୍ଷରୁ ଉଦ୍ଧ୍ୱ ଟଙ୍କାର ସାମଗ୍ରୀ ପୋଡ଼ି ଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’