Masthead

ଛାତ୍ର ଫେଡେରେସନର ବିକ୍ଷୋଭ

ଟାଙ୍ଗୀ(ବଡ ଖବର ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ମଣ୍ଡଳରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିବା ଅଭିଯୋଗ କରିି ଟାଙ୍ଗୀ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ଭାରତ ଛାତ୍ର ଫେଡେରେସନ । ସରକାରଙ୍କ ଉଦାସୀନତା ଯୋଗୁଁ ଶିକ୍ଷା ବ୍ୟବସ୍ଥା ଅବହେଳିତ ହୋଇ ରହିବା ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ଉପରେ ଯଦି ସରକାର ଦୃଷ୍ଟି ନନିଅନ୍ତି ତେବେ ଆଗାମୀ ଦିନରେ ଭାରତର ଛାତ୍ର ଫେଡ଼େରେସନ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ