Masthead

ଯେମିତି ପାଣି ବିନା ମାଛ ଛଟପଟ, କ୍ଷମତା ବିନା ବିଜେଡି: ଟଙ୍କଧର ତ୍ରିପାଠୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ। ଆଜି ବି ଗତକାଲି ଭଳି ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ କରି କକ୍ଷତ୍ୟାଗ କରିଛନ୍ତି ବିଜେଡି ସଦସ୍ୟ । ଗୃହକୁ ୪ଟା ଯାଏ ମୁଲିତବୀ ଘୋଷଣା କରିଛନ୍ତି ବାଚସ୍ପତି । ତେବେ ଶୂନ୍ୟକାଳରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ବିଜେଡି ଉପରେ ବର୍ଷିଛନ୍ତି । ସେ କହିଛନ୍ତି ଗୃହର ପରମ୍ପରା ନିର୍ବାହ କରିବା ଗଣତନ୍ତ୍ରରେ ସମସ୍ତ ସଦସ୍ୟଙ୍କ କର୍ତ୍ତବ୍ୟ ।

୨୪ ବର୍ଷର ସରକାରରେ ଥିଲେ । ଏବେ ବିରୋଧୀରେ ବସି ଆସହିଷ୍ଣୁ ହୋଇ ପଡିଛନ୍ତି । ଯେମିତି ପାଣି ବିନା ମାଛ ଛଟପଟ ହୁଏ, ବିଜେଡି କ୍ଷମତାରୁ ଯିବା ପରେ ସେମିତି ହେଉଛି । କାରଣ ମୋହନ ସରକାର ସବୁ କାମ କରୁଛନ୍ତିା କାର୍ଯ୍ୟ ପରାମର୍ଶଦାତା କମିଟିକୁ କ’ଣ ଯାଏ, ତାହା ସେମାନେ ଆଗ ଜାଣନ୍ତୁ ବୋଲି କହିଛନ୍ତି ଟଙ୍କଧର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ