Masthead

ସପ୍ତଗିରି ଉଲାକା ପିସିସି ସଭାପତି ହେଲେ ଭଲ ହେବ: ତାରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସପ୍ତଗିରି ଉଲାକା ପିସିସି ସଭାପତି ହେଲେ ଭଲ ହେବ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ସେ କହିଛନ୍ତି ଯେହେତୁ ରାମ କାଡାମଙ୍କ ଅଧୀନରେ ବିଧାନସଭାରେ ଦାୟିତ୍ୱ ତ ତୁଲାଉଛି, ସପ୍ତଗିରିଙ୍କ ଅଧୀନରେ କାମ କରିବାରେ ଅସୁବିଧା କେଉଁଠି । ସପ୍ତଗିରିଙ୍କ ସମର୍ଥନରେ ଏଆସିସିକୁ ଚିଠି ଲେଖିଵି । ଆମ ଭିତରେ ସମ୍ପର୍କକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି, ତାହା ଦିନରେ ବାଡାବାଡ଼ି ଓ ରାତିରେ କୋଳାକୋଳି ବୋଲି କହିଛନ୍ତି ତାରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨