Masthead

ସପ୍ତଗିରି ଉଲାକା ପିସିସି ସଭାପତି ହେଲେ ଭଲ ହେବ: ତାରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସପ୍ତଗିରି ଉଲାକା ପିସିସି ସଭାପତି ହେଲେ ଭଲ ହେବ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ସେ କହିଛନ୍ତି ଯେହେତୁ ରାମ କାଡାମଙ୍କ ଅଧୀନରେ ବିଧାନସଭାରେ ଦାୟିତ୍ୱ ତ ତୁଲାଉଛି, ସପ୍ତଗିରିଙ୍କ ଅଧୀନରେ କାମ କରିବାରେ ଅସୁବିଧା କେଉଁଠି । ସପ୍ତଗିରିଙ୍କ ସମର୍ଥନରେ ଏଆସିସିକୁ ଚିଠି ଲେଖିଵି । ଆମ ଭିତରେ ସମ୍ପର୍କକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି, ତାହା ଦିନରେ ବାଡାବାଡ଼ି ଓ ରାତିରେ କୋଳାକୋଳି ବୋଲି କହିଛନ୍ତି ତାରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ