ରାଜ୍ୟରେ ‘ବାବୁତନ୍ତ୍ର’ ଚାଲିଛି: ତାରା ପ୍ରସାଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବାବୁତନ୍ତ୍ର ଚାଲିଛି । ଜଣେ ଆଇଏଏସ ଜିଲ୍ଲାକୁ ଜିଲ୍ଲା ବୁଲୁଛନ୍ତି । ସେଥିପାଇଁ ନିର୍ବାଚିତ ପ୍ରତିନିଧି,ବିଧାୟକ ଓ ମନ୍ତ୍ରୀମାନେ ଦାୟୀ । ସେମାନେ ସ୍ୱର ଉତ୍ତୋଳନ କରିବା ବଦଳରେ ଧନ୍ୟବାଦ ଦେଉଛନ୍ତ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । ସେ କହିଛନ୍ତି ଲାଗୁଛି ରାଜ୍ୟରେ ଲୋକ ପ୍ରତିନିଧିମାନଙ୍କର ଆଉ ସ୍ୱାଭିମାନ ନାହିଁ । ଟିକେଟ କଟିବା ଭୟରେ ସବୁ ଚୁପ ବସିଛନ୍ତି । କିନ୍ତୁ ଯେତେବେଳେ ସେମାନେ ନିର୍ବାଚନକୁ ଯିବେ ସେବେ ବୁଝିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’