Masthead

ପୂର୍ବରୁ ସମ୍ପତ୍ତି କେତେ ଥିଲା ଏବେ କେତେ ବାହାରିଲା ତର୍ଜମା ଦରକାର: ତାରା ପ୍ରସାଦ ବାହିନୀପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ କଂଗ୍ରେସ ବିଧାୟକ ତାର ପ୍ରସାଦ ବାହିନୀପତିଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ କିଛି ନୂତନତା ନାହିଁ । କଂଗ୍ରେସ ଦଳ ବହୁତ ଆଗରୁ ରତ୍ନଭଣ୍ଡାର ଖୋଲିବା ପାଇଁ ଦାବି କରିଆସିଛି । ବିଜେଡି ସରକାର ମଧ୍ୟ କମିଟି କରି ରତ୍ନ ଭଣ୍ଡାର ଖୋଲିବା ପାଇଁ ନିଷ୍ପତି ନେଇଥିଲେ । ବିଜେପି ଖାଲି ବାହାସ୍ପଟ ମାରୁଛି । ଜଗନ୍ନାଥଙ୍କ ଭକ୍ତଙ୍କ ସେଣ୍ଟିମେଣ୍ଟ ଆଧାରରେ ରତ୍ନ ଭଣ୍ଡାର ଖୋଲିବା ଆବଶ୍ୟକ । ପୂର୍ବରୁ ରତ୍ନଭଣ୍ଡାରରେ କ’ଣ ସମ୍ପତି ରହିଥିଲା ଏବେ ଖୋଲା ହେବା ପରେ କ’ଣ ସମ୍ପତି ବାହାରିଲା ତାର ମଧ୍ୟ ତର୍ଜମା କରାଯାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି