ମଦ ବ୍ୟବସାୟୀଙ୍କ ଠାରୁ ୨୦୦ କୋଟିରୁ ଉର୍ଦ୍ଧ୍ବ ଜବତ, ବିଜେଡ଼ି ନେତାଙ୍କ ସଂପୃକ୍ତି ଅଛିି: ତାରା ପ୍ରସାଦ ବାହିନୀପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଦ ବ୍ୟବସାୟୀଙ୍କ ଠାରୁ ୨୦୦ କୋଟି ଜବତ ଘଟଣା, ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ଖାଲି ରାଜନୈତିକ ପୃଷ୍ଠ ପୋଷକତାରେ ନୁହେଁ , ସରକାରଙ୍କ ପ୍ରୋତ୍ସାହନରେ ଏହା ଚାଲିଛି ବୋଲି କହିଛନ୍ତି ତାରା । ଆମେ ଏତେ ଟଙ୍କା ଚଉଦ ପୁରୁଷରେ ଦେଖିନୁ । ଏଥିରେ ବିଜେଡ଼ି ନେତାଙ୍କ ସଂପୃକ୍ତି ରହିଥିବା ସେ କହିଛନ୍ତି। ଗୋଟେ ମଦ ବେପାରୀ ଏତେ ଟଙ୍କା କେଉଁଠୁ ଆଣିଲା, ବିହାରୀ ମଦ ବେପାରୀ ହରି ଲୁଟ୍ କରି ଓଡ଼ିଶାକୁ ଖାଉଥିବା ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ