Masthead

ରାଜନୈତିକ ପୃଷ୍ଠ ପୋଷକତାରେ ନୁହେଁ, ସରକାରଙ୍କ ପ୍ରୋତ୍ସାହନରେ ଚାଲିଛି ବେପାର: ତାରା ପ୍ରସାଦ ବାହିନୀପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଡ଼ ଧରଣର ଆଇଟି ରେଡ଼କୁ ନେଇ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରତିକ୍ରିୟା । କହିଛନ୍ତି ଖାଲି ରାଜନୈତିକ ପୃଷ୍ଠ ପୋଷକତାରେ ନୁହେଁ, ସରକାରଙ୍କ ପ୍ରୋତ୍ସାହନରେ ଏହା ଚାଲିଛି। ଆମେ ଏତେ ଟଙ୍କା ଚଉଦ ପୁରୁଷରେ ଦେଖିନୁ। ବିଜେଡି ନେତାଙ୍କ ସଂପୃକ୍ତି ରହିଛି ବୋଲି କହିଛନ୍ତି ତାରା । ଖାଲି ସେତିକି ନୁହେଁ ଗୋଟେ ମଦ ବେପାରୀ ଏତେ ଟଙ୍କା କୋଉଠୁ ଆଣିଲା ପ୍ରଶ୍ନ କରିଛନ୍ତି । ବିହାରୀ ମଦ ବେପାରୀ ହରି ଲୁଟ୍ କରି ଖାଉଛନ୍ତି ଓଡ଼ିଶାକୁ ବୋଲି କହିଲେ ତାରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା