Masthead

‘ବିଧାୟକ ଦଳ ନେତା ହେବା ମୋର ଅଧିକାର ଥିଲା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରୁ ଫେରିବା ପରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରତିକ୍ରିୟା । କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ହେବାକୁ ମୋର ଅଧିକାର ଥିଲା । ପିସିସି ସଭାପତି ପାଇଁ କେବେ ଇଚ୍ଛୁକ ନଥିଲି । ହାଇକମାଣ୍ଡ ଯାହାକୁ ସଭାପତି କରିବେ ମୁଁ ରାଜି ବୋଲି କହିଛନ୍ତି ତାରା ପ୍ରସାଦ ବାହିନୀପତି । କଂଗ୍ରେସ ବିଧାୟକ ଦଳ ନେତା ହେବା ମୋର ଅଧିକାର ଥିଲା ହେଲିନି । ପିସିସି ସଭାପତି ଦୌଡ଼ରେ ନାହିଁ । କାହାକୁ ଅନୁରୋଧ କରି ମୋର ହେବାର ନାହିଁ । ଚର୍ଚ୍ଚାରେ କିଛି ନେତା ଅଛନ୍ତି, କିଏ କାହା ପାଇଁ କହିପାରେ କହିଲେ ତାରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ