Masthead

ବାଚସ୍ପତିଙ୍କ ପୋଡିୟମ ଉପରେ ଚଢ଼ିଲେ ତାରାପ୍ରସାଦ ବାହିନୀପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୃହରେ କଂଗ୍ରେସର ହଟ୍ଟଗୋଳ । ବାଚସ୍ପତିଙ୍କ ପୋଡିୟମ ଉପରେ ବସିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ବାଚସ୍ପତି ଆମର ଦାବି ମାନି ନିଅ ନାରାରେ କମ୍ପିଲା ଗୃହ । ବିଧାନସଭାରେ ବିରୋଧୀଙ୍କ ହୋହଲ୍ଲା । ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି । ଜାଲ ସାର୍ଟିଫିକେଟ, କୋଟିଆ ବିବାଦ ଓ କହିବା ସମୟରେ ମାଇକ ବନ୍ଦେ କରିଦେବାକୁ ନେଇ ଗୃହରେ ମୁହାଁମୁହିଁ ଶାସକ ବିରୋଧୀ । ବାଚସ୍ପତିଙ୍କ ପୋଡିୟମ ତଳେ ବିଜେପି ଓ କଂଗ୍ରେସ ର ପ୍ରବଳ ହଟ୍ଟଗୋଳ । କଂଗ୍ରେସ ବିଧାୟକ ତାରା ବାହିନୀ ପତି ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ