Masthead

ବାଚସ୍ପତିଙ୍କ ପୋଡିୟମ ଉପରେ ଚଢ଼ିଲେ ତାରାପ୍ରସାଦ ବାହିନୀପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୃହରେ କଂଗ୍ରେସର ହଟ୍ଟଗୋଳ । ବାଚସ୍ପତିଙ୍କ ପୋଡିୟମ ଉପରେ ବସିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ବାଚସ୍ପତି ଆମର ଦାବି ମାନି ନିଅ ନାରାରେ କମ୍ପିଲା ଗୃହ । ବିଧାନସଭାରେ ବିରୋଧୀଙ୍କ ହୋହଲ୍ଲା । ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି । ଜାଲ ସାର୍ଟିଫିକେଟ, କୋଟିଆ ବିବାଦ ଓ କହିବା ସମୟରେ ମାଇକ ବନ୍ଦେ କରିଦେବାକୁ ନେଇ ଗୃହରେ ମୁହାଁମୁହିଁ ଶାସକ ବିରୋଧୀ । ବାଚସ୍ପତିଙ୍କ ପୋଡିୟମ ତଳେ ବିଜେପି ଓ କଂଗ୍ରେସ ର ପ୍ରବଳ ହଟ୍ଟଗୋଳ । କଂଗ୍ରେସ ବିଧାୟକ ତାରା ବାହିନୀ ପତି ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ