Masthead

ହଟ୍ଟଗୋଳ ଯୋଗୁଁ ଆଲୋଚନା ହୋଇପାରୁନାହିଁ: ତାରାପ୍ରସାଦ ବାହିନୀପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାରମ୍ବାର ଗୃହ ମୁଲତବିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । ବିଧାନସଭା ଲୋକଙ୍କ ଟୀକସରେ ଚାଲେ । ଆମେ ଆଲୋଚନା ଚାହୁଁଛୁ । ହେଲେ ବିଜେପି ବିଜେଡି ବନ୍ଦ କରି କଣ୍ଠରୋଧ କରୁଛନ୍ତି । ରାଜରାସ୍ତାରେ ଶିକ୍ଷକ, ସରପଞ୍ଚ ମୁଲତବି ପ୍ରସ୍ତାବ ଦିଆଯାଇଛି ।

ହଟ୍ଟଗୋଳ ଯୋଗୁଁ ଆଲୋଚନା ହୋଇପାରୁନାହିଁ । ବିଜେଡି ବିଜେପି ଗୋଟିଏ ମୁଦ୍ରାରେ ଦୁଇଟି ପାର୍ଶ୍ଵ ବୋଲି କହିଛନ୍ତି ତାରାପ୍ରସାଦ । ସର୍ବସମ୍ମତି ପ୍ରସ୍ତାବରେ ଏମଏସପି ୨୯୩୦ ଟଙ୍କା ପାରିତ ହୋଇଥିଲା । ହେଲେ ପ୍ରଧାନମନ୍ତ୍ରୀ ଏ ଦିଗରେ ଭେଟିବାକୁ ସମୟ ଦେଲନି । ମୁଖ୍ୟମନ୍ତ୍ରୀ ଯାଇ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ