Masthead

ସରକାରଙ୍କ ପ୍ରତିଶ୍ରୁତି ଗଲା କୁଆଡେ: ତାରାପ୍ରସାଦ ବାହିନୀପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟବ୍ୟାପୀ ଡ୍ରାଇଭରମାନେ ତାଙ୍କ ହକ ପାଇଁ ଲଢେଇ କରୁଛନ୍ତି। ଚକଅଖ ବନ୍ଦ କରି ରଖିଛନ୍ତି। ସରକାର କଣ ପାଇଁ ଚୁପ୍ ବୋଲି ଶୂନ୍ୟକାଳରେ ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ସମର୍ଥନ ଜଣାଇ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କହିଛନ୍ତି ସରକାର ଚାହୁଛନ୍ତି କଣ ? ପୂର୍ବରୁ ବି ଡ୍ରାଇଭରମାନେ ଗାନ୍ଧୀ ମାର୍ଗରେ ନିଜ ହକ ପାଇଁ ଦାବି ଜଣାଇଥିଲେ। ସରକାର ବି ପ୍ରତିଶ୍ରୁତି ଦେଲେ । ବାସ୍ତବରେ ପ୍ରତିଶ୍ରୁତି କୁଆଡେ ଗଲା । ସରକାର ଯଦି ତାଙ୍କ କଥା ନ ବୁଝିବେ ରାଜ୍ୟରେ ସ୍ଥିତି ସଙ୍ଗୀନ ହେବ। ଏ ଦିଗରେ ବାଚସ୍ପତି ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଉଭୟ ସଦସ୍ୟ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର