Masthead

ବିନା ଭକ୍ତରେ ତରାତାରିଣୀ ପୀଠରେ ନବରାତ୍ର ପୂଜା

ବ୍ରହ୍ମପୁର, (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତରାତାରିଣୀଙ୍କ ପୀଠ ଏବେ ଖାଁ ଖାଁ । ନବରାତ୍ର ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠୁଥିବା ଏହି ପୀଠ ଏବେ ଭକ୍ତ ଶୂନ୍ୟ । କରୋନା କଟକଣା ମାନି ବିନା ଭକ୍ତରେ ମା’ଙ୍କ ନବରାତ୍ର ପୂଜା ଚାଲିଛି । ସବୁ ରୀତିନୀତି ଅନୁଯାୟୀ ମା’ଙ୍କ ଷୋଡ଼ଶ ଉପଚାର, ଚଣ୍ଡିପାଠ ସହ ଶାରାଦୀୟ ପୂଜା ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ