Masthead

ରାଉରକେଲାରୁ ରାହୁଲ ଗାନ୍ଧିଙ୍କ ଟାର୍ଗେଟ

https://youtube.com/live/urispdSZYls?feature=share

ରାଉରକେଲା (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଦ୍ୱିତୀୟ ଦିନ । ରାଉରକେଲା ଉଦିତନଗରରୁ ରାହୁଲ ଗାନ୍ଧିଙ୍କ ପଦଯାତ୍ରା । ପଦଯାତ୍ରାରେ ପାନପୋଷ ଛକରେ ପହଞ୍ଚିଲେ ରାହୁଲ ଗାନ୍ଧି । ପଦଯାତ୍ରାରେ ପିସିସି ସଭାପତିଙ୍କ ସହ ବହୁ ବରିଷ୍ଠ ନେତା ଓ କର୍ମୀ ସାମିଲ ଅଛନ୍ତି ।

ପାନପୋଷରେ ଜନସଭାକୁ ସମ୍ବୋଧନ କଲେ ରାହୁଲ । ଜନସଭାକୁ ସମ୍ବୋଧିତ କରି କହିଛନ୍ତି । ଓଡ଼ିଶାରେ ବିଜେଡି – ବିଜେପି ପାର୍ଟନରସିପ୍ ସରକାର ଚାଲିଛି । । ଓଡ଼ିଶାରୁ ୩୦ ଲକ୍ଷ ଲୋକ ଦାଦନ ଖଟିବାକୁ ବାହାରକୁ ଯାଇଛନ୍ତି । ବାହାରୁ ୩୦ ଆରବପତି ଆସିଛନ୍ତି ଓଡ଼ିଶାର ଧନ ଲୁଟିବାକୁ । ଓଡ଼ିଶାରେ ଆଦିବାସୀ ଓ ଦଳିତଙ୍କ ପ୍ରତି ଅତ୍ୟାଚାର ହେଉଛି । ଦେଶରେ ସବୁଠାରୁ ଅଧିକ ବେରୋଜଗାର ଓଡ଼ିଶାରେ ଅଛନ୍ତିା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ