Masthead

ରାଉରକେଲାରୁ ରାହୁଲ ଗାନ୍ଧିଙ୍କ ଟାର୍ଗେଟ

https://youtube.com/live/urispdSZYls?feature=share

ରାଉରକେଲା (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଦ୍ୱିତୀୟ ଦିନ । ରାଉରକେଲା ଉଦିତନଗରରୁ ରାହୁଲ ଗାନ୍ଧିଙ୍କ ପଦଯାତ୍ରା । ପଦଯାତ୍ରାରେ ପାନପୋଷ ଛକରେ ପହଞ୍ଚିଲେ ରାହୁଲ ଗାନ୍ଧି । ପଦଯାତ୍ରାରେ ପିସିସି ସଭାପତିଙ୍କ ସହ ବହୁ ବରିଷ୍ଠ ନେତା ଓ କର୍ମୀ ସାମିଲ ଅଛନ୍ତି ।

ପାନପୋଷରେ ଜନସଭାକୁ ସମ୍ବୋଧନ କଲେ ରାହୁଲ । ଜନସଭାକୁ ସମ୍ବୋଧିତ କରି କହିଛନ୍ତି । ଓଡ଼ିଶାରେ ବିଜେଡି – ବିଜେପି ପାର୍ଟନରସିପ୍ ସରକାର ଚାଲିଛି । । ଓଡ଼ିଶାରୁ ୩୦ ଲକ୍ଷ ଲୋକ ଦାଦନ ଖଟିବାକୁ ବାହାରକୁ ଯାଇଛନ୍ତି । ବାହାରୁ ୩୦ ଆରବପତି ଆସିଛନ୍ତି ଓଡ଼ିଶାର ଧନ ଲୁଟିବାକୁ । ଓଡ଼ିଶାରେ ଆଦିବାସୀ ଓ ଦଳିତଙ୍କ ପ୍ରତି ଅତ୍ୟାଚାର ହେଉଛି । ଦେଶରେ ସବୁଠାରୁ ଅଧିକ ବେରୋଜଗାର ଓଡ଼ିଶାରେ ଅଛନ୍ତିା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା