Masthead

ତରୁଣ ପାଣ୍ଡେ ଝାରସୁଗୁଡ଼ା କଂଗ୍ରେସ ପ୍ରାର୍ଥୀ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ତରୁଣ ପାଣ୍ଡେ ହେଲେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ । ଝାରସୁଗୁଡ଼ା ପାଇଁ ତରୁଣ ନାମ ଉପରେ ମୋହର ମାରିଛି କଂଗ୍ରେସ । ବିଜେଡିରୁ ଦୀପାଲି ଦାସ ପ୍ରାର୍ଥୀ ହୋଇଛନ୍ତି । ବିଜେଡି ପୂର୍ବରୁ ନାମ ଘୋଷଣା କରି ସାରିଛି ।

ସେପଟେ ବିଜେପିରୁ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀ ହୋଇପାରନ୍ତି ବୋଲି କହିଛନ୍ତି ବିଧାୟକ ସୁବାସ ପାଣିଗ୍ରାହୀ । ଆସନ୍ତା ମେ’୧୦ରେ ଝାରସୁଗୁଡା ଉପ-ନିର୍ବାଚନ ହେବ । ମେ’ ୧୩ରେ ଭୋଟ ଗଣତି ହେବ । ୨୧ରୁ ୨୩ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବ । ଏପ୍ରିଲ୍‌ ୨୪ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ