Masthead

ତରୁଣ ପାଣ୍ଡେ ଝାରସୁଗୁଡ଼ା କଂଗ୍ରେସ ପ୍ରାର୍ଥୀ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ତରୁଣ ପାଣ୍ଡେ ହେଲେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ । ଝାରସୁଗୁଡ଼ା ପାଇଁ ତରୁଣ ନାମ ଉପରେ ମୋହର ମାରିଛି କଂଗ୍ରେସ । ବିଜେଡିରୁ ଦୀପାଲି ଦାସ ପ୍ରାର୍ଥୀ ହୋଇଛନ୍ତି । ବିଜେଡି ପୂର୍ବରୁ ନାମ ଘୋଷଣା କରି ସାରିଛି ।

ସେପଟେ ବିଜେପିରୁ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀ ହୋଇପାରନ୍ତି ବୋଲି କହିଛନ୍ତି ବିଧାୟକ ସୁବାସ ପାଣିଗ୍ରାହୀ । ଆସନ୍ତା ମେ’୧୦ରେ ଝାରସୁଗୁଡା ଉପ-ନିର୍ବାଚନ ହେବ । ମେ’ ୧୩ରେ ଭୋଟ ଗଣତି ହେବ । ୨୧ରୁ ୨୩ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବ । ଏପ୍ରିଲ୍‌ ୨୪ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି