Masthead

କଂଗ୍ରେସର ପ୍ରାର୍ଥିପତ୍ର ଦାଖଲ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖକୁ ଆଉ ୫ ଦିନ ବାକି ଅଛି । ଆଜି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଝାରସୁଗୁଡ଼ା ଉପଜିଲ୍ଳାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଆସନ୍ତା ୧୭ରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି । ଆସନ୍ତା ସୋମବାର ବିଜେଡି ପ୍ରାର୍ଥୀ ଦୀପାଲି ଦାସ ପ୍ରାର୍ଥିପତ୍ର ଦାଖଲ କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ