Masthead

ଓଡ଼ିଶା କମ୍ପାନୀଠୁ ଜିନିଷ କିଣିବ ଟାଟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଟାଟା ପାୱାରର ମନମୁଖୀ କାର୍ଯ୍ୟକୁ ବିରୋଧ କରିଛନ୍ତି ଓଡ଼ିଶା ବିଦ୍ୟୁତ୍ ଠିକାଦାର ସଂଘ । ଏନେଇ ଆଜି ଇଡକୋ ଟାୱାର ପାଖରେ ଥିବା ଟିପକୋଲର ସିିଇଓଙ୍କୁ ତାଙ୍କ ଅଫିସ ପାଖରେ ଘେରାଉ କରିଥିଲେ । ଏବଂ ଟାଟା କରିଥିବା ମନମୁଖୀ ମନମୁଖୀ ନିୟମକୁ ପରିବର୍ତ୍ତନ କରିବାକୁ ଦାବି କରିଥିଲେ ।

ଟାଟାର ନିୟମ ଅନୁଯାୟୀ, କାମ କରିବା ପାଇଁ ଆବଶ୍ୟକ ହେଉଥିବା ଇଲେକ୍ଟ୍ରିକ ଜିନିଷ ସବୁ ଅନ୍ୟ ରାଜ୍ୟ ଯଥା ଗୁଜୁରାଟ, ଦିଲ୍ଲୀ, ରାଜସ୍ଥାନ ରୁ କିଣିଥାନ୍ତି । କିନ୍ତୁ ଓଡ଼ିଶାରେ ଅନେକ କମ୍ପାନୀ ଥିଲେ ମଧ୍ୟ ସେମାନଙ୍କ ଠାରୁ କିଣୁ ନାହାନ୍ତି । ଏହାକୁ ବିରୋଧ କରି ଆଜି ଟିପକଲର ସିଇଓଙ୍କୁ ଘେରିଥିଲେ । ପରେ ଟାଟା ଓଡ଼ିଶାର ସମସ୍ତ କମ୍ପାନୀଙ୍କ ଠାରୁ ଜିନିଷ କିଣିବ ବୋଲି ଅନୁମତି ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ