ଆଉ ଟାଟୁ କରିପାରିବେନି ପୋଲିସ କର୍ମଚାରୀ, ୧୫ ଦିନ ମଧ୍ୟରେ ଲିଭାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ଦେହରେ ଆଉ ଟାଟୁ କରିପାରିବେନି ପୋଲିସ ଅଧିକାରୀ । ଟାଟୁକୁ ନେଇ ଆସିଲା ନୂଆ ଗାଇଡଲାଇନ । ଟାଟୁ କରିଥିବା ପୋଲିସ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ । ଦେହରେ ଟାଟୁ ଥିଲେ ତୁରନ୍ତ ଲିଭାଇବାକୁ ଡିସିପି (ସିକ୍ୟୁରିଟି)ଙ୍କ ନିର୍ଦ୍ଦେଶ । ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍‌ରେ କାର୍ଯ୍ୟରତ ସିପାହୀଙ୍କୁ ବି ନିର୍ଦ୍ଦେଶ । ୧୫ ଦିନରେ ଟାଟୁ ନଲିଭାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଶୃଙ୍ଖଳିତ ବିଭାଗରେ ବିଶୃଙ୍ଖଳାଙ୍କୁ ପ୍ରଶୟ ଦିଆଯିବନାହିଁ । ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!