Masthead

ଆନ୍ଧ୍ରପ୍ରଦେଶରେ ବିଜେପି-ଟିଡିପି-ଜେଏସପି ମେଣ୍ଟ

ଆନ୍ଧ୍ରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଆନ୍ଧ୍ରପ୍ରଦେଶରେ ବିଜେପି-ଟିଡିପି-ଜେଏସ୍‌ପି ମେଣ୍ଟ ଚୂଡ଼ାନ୍ତ । ୩ ଦଳର ୨ ଦିନିଆ ବୈଠକ ପରେ ଜାରି ହେଲା ମିଳିତ ବିବୃତି । ବୁଝାମଣା ଅନୁଯାୟୀ ରାଜ୍ୟର ୨୫ ଲୋକସଭା ଆସନ ମଧ୍ୟରୁ ଟିଡିପି ୧୭ ଆସନରେ ଲଢ଼ିବାକୁ ଥିବାବେଳେ ବିଜେପି ୬ ଏବଂ ଜେଏସ୍‌ପି ୨ ଆସନରେ ଲଢ଼ିବ। ସେହିପରି ଆନ୍ଧ୍ରର ୧୭୫ ବିଧାନସଭା ଆସନ ମଧ୍ୟରୁ ଟିଡିପି ୧୪୪ ଆସନରେ ଲଢ଼ିବାକୁ ସ୍ଥିର ହୋଇଥିବାବେଳେ ବିଜେପି ୧୦ ଏବଂ ଜେଏସ୍‌ପି ୨୧ ଆସନରେ ଲଢ଼ିବ। ଆନ୍ଧ୍ରପ୍ରଦେଶର ବିକାଶ ଏବଂ ରାଜ୍ୟବାସୀଙ୍କ ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ମେଣ୍ଟର ୩ ଦଳ ପକ୍ଷରୁ ଏକ ମିଳିତ ବିବୃତିରେ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ