Masthead

ଶିକ୍ଷକଙ୍କ ମାଡ଼ରେ ଲହୁଲୁହାଣ ଛାତ୍ର

ରାଇଘର (ବଡ଼ ଖବର ବ୍ୟୁରୋ): ଶିକ୍ଷକଙ୍କ ମାଡ଼ରେ ଲହୁଲୁହାଣ ଛାତ୍ର । ଏଭଳି ଘଟଣା ଘଟିଛି କୁନ୍ଦେଇ ଥାନା ଅଧୀନ କାନାଡିହି ଗ୍ରାମରେ । ଶିକ୍ଷକଙ୍କ ମାଡ଼ରେ ଛାତ୍ର ଲହୁ ଲୁହାଣ ହୋଇଥିବା ଜଣାପଡିଛି । ଏନେଇ କୁନ୍ଦେଇ ଥାନାରେ ଏତଲା ଦିଆ ଯାଇଛି । ଏତଲା ଅନୁଯାୟୀ କାନାଡିହି ଗ୍ରାମର ଲଗନୁ ଶତନାମିଙ୍କ ପୁଅ ଧନରାଜ ସତନାମୀ ହାଟଭରଣ୍ଡି ସହିଦ ବିର୍ସାମୁଣ୍ଡା ଘରୋଇ ସ୍କୁଲରେ ପାଠ ପଢ଼ୁଥିଲେ । ପ୍ରତିଦିନ ପରି ଆଜି ମଧ୍ୟ ସକାଳ ୮ଟା ସମୟରେ ସ୍କୁଲ ଯାଇଥିଲା । ଘରକୁ ଫେରିବା ପରେ ପିଲାର ସାର୍ଟ ଖୋଲି ଦେଖିଲା ବେଳକୁ ପିଠି ସାରା ନୋଳା ଫାଟି ଯାଇଛି । ଏହା ଦେଖି ପରିବାର ଲୋକଙ୍କ ପକ୍ଷରୁ  କୁନ୍ଦେଇ ଥାନାରେ ଶିକ୍ଷକଙ୍କ ନାଁରେ ଅଭିଯୋଗ କରିଥିଲେ । ଘଟଣାକୁ କେନ୍ଦ୍ର କରି ପୋଲିସ ଏକ ମାମଲା ରୁଜୁ କରି ଶିକ୍ଷକଙ୍କ ଥାନାରେ ଅଟକ ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ