Masthead

ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ

ବାରିପଦା (ବଡ଼ ଖବର ବ୍ୟୁରୋ): ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ । ଗତକାଲି ବାରିପଦା ସଦର ଥାନାରେ ଲିଖିତ ଅଭିଯୋଗ ପରେ ସାମ୍ନାକୁ ଆସିଛି ଘଟଣା । ଶିକ୍ଷୟତ୍ରୀ ଜଣଙ୍କ ହେଉଛନ୍ତି ଜ୍ୟୋତ୍ସ୍ନା ରାଣୀ ସାହୁ । ଶିକ୍ଷୟତ୍ରୀଙ୍କ ଘର ପୁରୀ ଜିଲ୍ଲାରେ ହେଇଥିବା ବେଳେ ସେ ଦୀର୍ଘଦିନ ହେଲା ଢେଙ୍କିନାଞ୍ଜିଆ ସରକାରୀ ବିଦ୍ୟାଳୟରେ କାର୍ଯ୍ୟ କରୁଥିଲେ। ଶିକ୍ଷୟତ୍ରୀଙ୍କ ମୋବାଇଲ ଫୋନ୍ ମଧ୍ୟ ବନ୍ଦ ରହିଥିବାର ପରିବାର ଲୋକ ସୂଚନା ଦେଇଛନ୍ତି। ଏ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ଜ୍ୟୋସ୍ନାରାଣୀ ଢେଙ୍କିନାଞ୍ଜିଆ ସ୍ଥିତ ସରକାରୀ ୟୁଜି ସ୍କୁଲରେ ସହକାରୀ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟରତ ଥିଲେ। ଶନିବାର ସକାଳ ପ୍ରାୟ ୭ଟା ସମୟରେ ସେ ସ୍କୁଲକୁ ଯାଇ ସେଠାରୁ ଜନଗଣନା କାର୍ଯ୍ୟରେ ଯାଇଥିଲେ। ହେଲେ ଘରକୁ ନ ଫେରିବାରୁ ପରିବାର ଲୋକେ ଫୋନ୍ କରିଥିଲେ ମଧ୍ୟ ତାଙ୍କ ଫୋନ୍ ସୁଇଚ୍ ଅଫ୍ ରହିଥିଲା। ତେବେ ଏନେଇ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ