Masthead

ଶିକ୍ଷୟତ୍ରୀ ନିଖୋଜ ଘଟଣା, ବିଜେଡିର ସାମ୍ବାଦିକ ସମ୍ମିଳନୀ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ବିଜେଡି ତରଫରୁ ସାମ୍ବାଦିକ ସମ୍ମଳନୀ । କଳାହାଣ୍ଡି ବହୁଚର୍ଚ୍ଚିତ ମହାଳିଙ୍ଗ ସନସାଇନ ଘରୋଇ ସ୍କୁଲ ଶିକ୍ଷୟତ୍ରୀ ନିଖୋଜ ମାମଲାରେ ରାଜ୍ୟ ଗୃହମନ୍ତ୍ରୀଙ୍କୁ ଅଭିଶନ୍ଧି ମୂଳକ ଭାବେ ଯୋଡିବା ପାଇଁ ବିରୋଧ କଂଗ୍ରେସ ଓ ବିଜେପି ହିନ ଚକ୍ରାନ୍ତ ଚଳାଇଛନ୍ତି । ଯାହା ପାଇଁ ଆଜି ଭବାନୀପାଟଣା ଠାରେ ବିଜେଡି ତରଫରୁ ଏକ ସାମ୍ବାଦିକ ସମ୍ବିଳନୀରେ ପ୍ରତିବାଦ କରାଯାଇଛି ।

ମନ୍ତ୍ରୀଙ୍କ ଲୋକପ୍ରିୟତାକୁ ସହି ନ ପାରି ପଂଚାୟତ ନିର୍ବାଚନକୁ ଆଖି ଆଗରେ ରଖୀ ବିରୋଧୀ ରାଜନୈତିକ ହଟ ଚମଟ ସୃଷ୍ଟି ଉଦ୍ୟମ କରିଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି । ଏକ ନିର୍ଦ୍ଧିଷ୍ଟ ଗଣମାଧ୍ୟମ ଉଦ୍ଦେଶ୍ୟମୂଳକ ଭାବେ ଗୃହ ରାଜ୍ୟମନ୍ତ୍ରୀଙ୍କୁ ବଦନାମ କରିବା ପାଇଁ ଚେଷ୍ଟା କରୁଥିବା ଜିଲ୍ଲା ବିଜେଡି ସାଧାରଣ ସମ୍ପଦକ ଭବାନୀ ମିଶ୍ର ପ୍ରକାଶ କରିଛନ୍ତି । ଯଦି କ୍ଷମା ନ ମାଗିଲେ ସେହି ନିର୍ଦ୍ଧିଷ୍ଟ ଗଣମାଧ୍ୟମ ବିରୋଧ ଜିଲ୍ଲା ବିଜେଡି ତରଫରୁ ମାନହନି ମୋକଦ୍ଦମା ଦିଆଯିବା ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ