Masthead

ଶିକ୍ଷୟତ୍ରୀ ନିଖୋଜ ଘଟଣା, ବିଜେଡିର ସାମ୍ବାଦିକ ସମ୍ମିଳନୀ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ବିଜେଡି ତରଫରୁ ସାମ୍ବାଦିକ ସମ୍ମଳନୀ । କଳାହାଣ୍ଡି ବହୁଚର୍ଚ୍ଚିତ ମହାଳିଙ୍ଗ ସନସାଇନ ଘରୋଇ ସ୍କୁଲ ଶିକ୍ଷୟତ୍ରୀ ନିଖୋଜ ମାମଲାରେ ରାଜ୍ୟ ଗୃହମନ୍ତ୍ରୀଙ୍କୁ ଅଭିଶନ୍ଧି ମୂଳକ ଭାବେ ଯୋଡିବା ପାଇଁ ବିରୋଧ କଂଗ୍ରେସ ଓ ବିଜେପି ହିନ ଚକ୍ରାନ୍ତ ଚଳାଇଛନ୍ତି । ଯାହା ପାଇଁ ଆଜି ଭବାନୀପାଟଣା ଠାରେ ବିଜେଡି ତରଫରୁ ଏକ ସାମ୍ବାଦିକ ସମ୍ବିଳନୀରେ ପ୍ରତିବାଦ କରାଯାଇଛି ।

ମନ୍ତ୍ରୀଙ୍କ ଲୋକପ୍ରିୟତାକୁ ସହି ନ ପାରି ପଂଚାୟତ ନିର୍ବାଚନକୁ ଆଖି ଆଗରେ ରଖୀ ବିରୋଧୀ ରାଜନୈତିକ ହଟ ଚମଟ ସୃଷ୍ଟି ଉଦ୍ୟମ କରିଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି । ଏକ ନିର୍ଦ୍ଧିଷ୍ଟ ଗଣମାଧ୍ୟମ ଉଦ୍ଦେଶ୍ୟମୂଳକ ଭାବେ ଗୃହ ରାଜ୍ୟମନ୍ତ୍ରୀଙ୍କୁ ବଦନାମ କରିବା ପାଇଁ ଚେଷ୍ଟା କରୁଥିବା ଜିଲ୍ଲା ବିଜେଡି ସାଧାରଣ ସମ୍ପଦକ ଭବାନୀ ମିଶ୍ର ପ୍ରକାଶ କରିଛନ୍ତି । ଯଦି କ୍ଷମା ନ ମାଗିଲେ ସେହି ନିର୍ଦ୍ଧିଷ୍ଟ ଗଣମାଧ୍ୟମ ବିରୋଧ ଜିଲ୍ଲା ବିଜେଡି ତରଫରୁ ମାନହନି ମୋକଦ୍ଦମା ଦିଆଯିବା ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ