Masthead

୨୭ରେ ଶିକ୍ଷକଙ୍କ ଧାରଣା

ଭୁବନେଶ୍ୱର: ପୁଣି ଧାରଣାକୁ ଓହ୍ଲାଇବେ ଶିକ୍ଷକ ସଙ୍ଘ । ସାମ୍ବାଦିକ ସମ୍ମିଳନୀରେ ଏମିତି ଚେତାବନୀ ଦେଇଛି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ । ମଞ୍ଚର ଆବାହକମାନେ ଅଭିଯୋଗ କରିଛନ୍ତି କି, ସରକାର କଥା ଦେଇ କଥା ରଖିନାହାନ୍ତି । ୨୦୧୮ରୁ ସପ୍ତମ ପେ’ ହାରରେ ଦରମା ପାଇବାକୁ ହକ୍ ଥିବା ଅଧ୍ୟାପକ ଓ ଶିକ୍ଷକ ମାନେ ଆଜି ପର୍ଯ୍ୟନ୍ତ ଏଥିରୁ ବଞ୍ଚିତ । ଅବସରକାଳୀନ ପେନସନ ଓ ଅନ୍ୟାନ୍ୟ ଚାକିରି ସର୍ତ୍ତାବଳି ସଂପର୍କିତ ଦାବି ମଧ୍ୟ ରଖିଛି ମଞ୍ଚ । ଏହ ସହ ବାଦ୍ ପଡିଥିବା ବିଭିନ୍ନ ଅସଂଗତି ପୋଷ୍ଟ, ବାଦ ପଡିଥିବା ସ୍କୁଲ ଓ କଲେଜ, ଅବସର କାଳୀନ ବୟସ ସୀମା ୬୦ରୁ ୬୨ ଇତ୍ୟାଦି ଦାବି ନେଇ ଆସନ୍ତା ୨୭ ତାରିଖରେ ୭୫ ଜଣ ଷ୍ଟିରିଂ କମିଟି ସଭ୍ୟ ଧାରଣା ଦେବେ । କୋଭିଡର ନିୟମ ମାନି ଏକ ପ୍ରତୀକାତ୍ମକ ଧାରଣା ଦିଆଯିବ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ