Masthead

ନିର୍ବାଚନ ଡ୍ୟୁଟିରେ ଶିକ୍ଷକଙ୍କୁ କରୋନା, ଚାଲିଗଲା ୧୭ ଜୀବନ

ପାଟନା(ବଡ଼ ଖବର ବ୍ୟୁରୋ): କରୋନାରେ ୧୭ ଶିକ୍ଷକଙ୍କ ମୃତ୍ୟୁ । ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ କରୋନାରେ ଆକ୍ରାନ୍ତ ହୋଇ ୧୭ ଶିକ୍ଷକଙ୍କ ମୃତ୍ୟୁ ହୋଇଛି । ଏପ୍ରିଲରେ ଅନୁଷ୍ଠିତ ମୁନିସିପାଲ ନିର୍ବାଚନରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ଦିଆଯାଇଥିଲା । ନିର୍ବାଚନ ପରେ ଶିକ୍ଷକମାନେ କରୋନାରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ।

ପରେ ସେମାନଙ୍କର ମୃତ୍ୟୁ ହୋଇଥିବା ଜିଲ୍ଲାପାଳ କ୍ର୍ରିଷନ ଚୈତନ୍ୟ କହିଛନ୍ତି । ସରକାରୀ ନିୟାମକ ଅନୁସାରେ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ଉଦ୍ୟମ ଚାଲିଛି ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲାପାଳ କହିଛନ୍ତି, ନିର୍ବାଚନ ପରିଚାଳନାରେ ନିୟୋଜିତ ଅନ୍ୟ ୭ଜଣ କର୍ମଚାରୀଙ୍କର ମଧ୍ୟ କରୋନାରେ ମୃତ୍ୟୁ ହୋଇଛି । ସେମାନଙ୍କ ପରିବାରକୁ ମଧ୍ୟ ସରକାରୀ ସହାୟତା ପ୍ରଦାନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା