Masthead

ଟେଷ୍ଟ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି ।  ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ୧୫ ଜଣିଆ ଟିମ୍‌ ଘୋଷଣା କରାଯାଇଛି । ଅଧିନାୟକ ଶୁବମନ ଗିଲଙ୍କ ନେତୃତ୍ବରେ ଦଳ ଘୋଷଣା । ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଉପଅଧିନାୟକ ଦାୟିତ୍ବ । ଆହତ ଜନିତ କାରଣ ପାଇଁ ଋଷଭ ପନ୍ତ ସ୍ଥାନ ପାଇଲେ ନାହିଁ । ୱିକେଟ କିପର ତାଲିକାରେ ଧ୍ରୁବ ଜୁରେଲଙ୍କ ସହ ଏନ୍‌ ଜଗଦିଶାନ ସାମିଲ । ଦଳରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଏହି ସିରିଜ୍ ପାଇଁ ରବିନ୍ଦ୍ର ଜାଡେଜାଙ୍କୁ ଉପ-ଅଧିନାୟକ ନିଯୁକ୍ତ କରାଯାଇଛି । ଦେବଦତ୍ତ ପାଡିକଲ ଦଳକୁ ଫେରିଛନ୍ତି ।

ଇଂଲଣ୍ଡ ଗସ୍ତରେ ଖେଳିଥିବା କରୁଣ ନାୟାରଙ୍କୁ ଦଳରୁ ବାଦ ଦିଆଯାଇଛି । ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ପାଇଁ ୧୫ ଜଣିଆ ଦଳ ହେଲେ ଶୁବମନ ଗିଲ (ଅଧିନାୟକ), ଯଶସ୍ୱୀ ଜୟସ୍ୱାଲ, କେ.ଏଲ୍ ରାହୁଲ, ସାଇ ସୁଦର୍ଶନ, ଦେବଦତ୍ତ ପାଦିକଲ, ଧ୍ରୁବ ଜୁରେଲ (ୱିକେଟ୍ କିପର), ରବିନ୍ଦ୍ର ଜାଡେଜା (ଉପ-ଅଧିନାୟକ), ୱାଶିଂଟନ୍ ସୁନ୍ଦର, ଯଶପ୍ରୀତ ବୁମରାହ, ଅକ୍ଷର ପଟେଲ, ମହମ୍ମଦ ସିରାଜ, ପ୍ରସିଦ୍ଧ କିଷ୍ଣା, କୁଲଦୀପ ଯାଦବ ।  ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ପ୍ରଥମ ଟେଷ୍ଟ୍ ଅକ୍ଟୋବର ୨ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ଦ୍ୱିତୀୟ ଟେଷ୍ଟ୍ ଅକ୍ଟୋବର ୧୦ରେ ରାଜଧାନୀ ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା