Masthead

ଭାରତର ବୃହତ ବିଜୟ

ବିଶାଖାପାଟଣା (ବଡ଼ ଖବର ବ୍ୟୁରୋ): ବିଶାଖାପାଟଣା ଟେଷ୍ଟରେ ଭାରତର ବୃହତ ବିଜୟ । ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡକୁ ୧୦୬ ରନରେ ହରାଇଲା ଭାରତ । ୩୯୯ ଟାର୍ଗେଟକୁ ପିଛା କରି ଇଂଲଣ୍ଡ ୨୯୨ ରନ୍‌ରେ ଅଲଆଉଟ୍‌ । ଭାରତ ପକ୍ଷରୁ ବୁମରାହ ଓ ଅଶ୍ୱିନୀଙ୍କ ଦମଦାର ବୋଲିଂ ଯୋଗୁଁ ଭାରତ ବିଜୟୀ ହୋଇଛି । ଏହାସହ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଏବେ ୧-୧ରେ ବରାବର ସ୍ଥିତିରେ ରହିଛି । ଏହି ଟେଷ୍ଟ ମ୍ୟାଚରେ ଭାରତ ପ୍ରଥମେ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ।

ପ୍ରଥମ ଇଂନିସରେ ଭାରତର ସମସ୍ତ ବ୍ୟାଟ୍ସମ୍ୟାନ ବିଫଳ ହୋଇଥିଲା ବେଳେ କେବଳ ଜୟଶ୍ୱାଲ ୨୦୯ ରନର ବିଶାଳ ପାଳି ଖେଳି ଦଳୀୟ ସ୍କୋରକୁ ୩୯୬ରେ ପହଞ୍ଚାଇଥିଲେ । ସେହିପରି ଇଂଲଣ୍ଡ ତାର ପ୍ରଥମ ଇଂନିସରେ ୨୫୩ ରନ କରି ଅଲଆଉଟ ହୋଇଯାଇଥିଲା । ଏହି ମ୍ୟାଚରେ ଜ୍ୟାକ କ୍ରୱେଲ ୭୬ ରନ କରିଥିଲେ । ସେହିପରି ଦ୍ୱିତୀୟ ଇଂନିସରେ ବି ଭାରତର ସ୍ଥିତି ସମାନ ହୋଇଥିଲା । ଏହି ଇଂନିସରେ ଶୁଭମନ ଗିଲ ଶତକୀୟ ପାଳି ଖେଳିଥିଲେ । ଫଳରେ ଦଳ ୨୫୫ ରନ କରିବା ସହ ଇଂଲଣ୍ଡକୁ ୩୯୯ ରନର ବିଶଳ ଟାର୍ଗେଟ ଦେଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ