Masthead

ଟିମ୍ ଇଣ୍ଡିଆର ହଲ୍ଲାବୋଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟିମ୍ ଇଣ୍ଡିଆର ହଲ୍ଲାବୋଲ। ନିରାଶ କଙ୍ଗାରୁ ଫ୍ୟାନ। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚରେ କମାଲ ଦେଖାଇଛନ୍ତି ଟିମ୍ ରାହୁଲ ।

ପ୍ରଥମେ ଟସ୍ ଜିତି ଅଷ୍ଟ୍ରେଲିଆ ଭାରତକୁ ବ୍ୟାଟିଂ କରିବାକୁ ନିମନ୍ତ୍ରଣ କରିଥିଲା। ୫୦ ଓଭରରେ ବ୍ୟାଟିଂ କରି ଅଷ୍ଟ୍ରେଲିଆକୁ ୪୦୦ରନର ଟାର୍ଗେଟ ଦେଇଛି ଟିମ୍ ଇଣ୍ଡିଆ।

ଶୁଭମନ୍ ଗିଲ ଓ ଶ୍ରେୟସ ଆୟରଙ୍କ ଦମଦାର ଶତକ ଭାରତକୁ ଏକ ବିଶାଳ ସ୍କରେ ପହଞ୍ଚାଇଛି । ସେହିଭଳି ଅଧିନାୟକ କେ.ଏଲ ରାହୁଲ ପ୍ରଥମ ମ୍ୟାଚ ଭଳି ଦ୍ୱିତୀୟ ମ୍ୟାଚରେ ମଧ୍ୟ ଅର୍ଦ୍ଧଶତକ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ