Masthead

ବିଶ୍ୱକପ୍ ପାଇଁ ଟିମ ଇଣ୍ଡିଆ ଦଳ ଘୋଷଣା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ୱକପ ପାଇଁ ପ୍ରସ୍ତୁତ ଟିମ୍ ଇଣ୍ଡିଆ । ୧୫ ଜଣିଆ ଟିମ ଇଣ୍ଡିଆ ଦଳ ଘୋଷଣା କଲା ବିସିସିଆଇ । ଦଳ ଘୋଷଣା କଲେ ଅଜିତ ଅଗରକର । ରୋହିତ ଅଧିନାୟକ, ହାର୍ଦ୍ଦିକ ଉପଅଧିନାୟକ, ଶୁଭମନ ଗିଲ୍‌, ବିରାଟକୋହଲି, ଶ୍ରେୟସ ଆୟର, ସୂର୍ଯ୍ୟକୁମାର, କେ.ଏଲ୍ ରାହୁଲ, ଇଶାନ କିଶନ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ରଜାଡେଜା, ଅକ୍ଷୟ ପଟେଲ, ଶାର୍ଦ୍ଦୁଲ ଠାକୁର, ଜଶପ୍ରୀତ ବୁମରାହ, ମହମ୍ମଦ ସାମି,ମହମମ୍ମଦ ସିରାଜ ଓ କୁଲଦୀପ ଯାଦବ ସାମିଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ