Masthead

ବିଶ୍ୱକପ୍ ପାଇଁ ଟିମ ଇଣ୍ଡିଆ ଦଳ ଘୋଷଣା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ୱକପ ପାଇଁ ପ୍ରସ୍ତୁତ ଟିମ୍ ଇଣ୍ଡିଆ । ୧୫ ଜଣିଆ ଟିମ ଇଣ୍ଡିଆ ଦଳ ଘୋଷଣା କଲା ବିସିସିଆଇ । ଦଳ ଘୋଷଣା କଲେ ଅଜିତ ଅଗରକର । ରୋହିତ ଅଧିନାୟକ, ହାର୍ଦ୍ଦିକ ଉପଅଧିନାୟକ, ଶୁଭମନ ଗିଲ୍‌, ବିରାଟକୋହଲି, ଶ୍ରେୟସ ଆୟର, ସୂର୍ଯ୍ୟକୁମାର, କେ.ଏଲ୍ ରାହୁଲ, ଇଶାନ କିଶନ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ରଜାଡେଜା, ଅକ୍ଷୟ ପଟେଲ, ଶାର୍ଦ୍ଦୁଲ ଠାକୁର, ଜଶପ୍ରୀତ ବୁମରାହ, ମହମ୍ମଦ ସାମି,ମହମମ୍ମଦ ସିରାଜ ଓ କୁଲଦୀପ ଯାଦବ ସାମିଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା