Masthead

ସୂର୍ଯ୍ୟକୁମାର ଯାଦବ ଅଧିନାୟକ, ସଞ୍ଜୁ ସାମସନ ବାଦ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଘୋଷଣା କରାଯାଇଛି। ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଭିଭିଏସ୍‌ ଲକ୍ଷ୍ମଣଙ୍କୁ କୋଚ୍‌ ରଖା ଯାଇଥିବା ବେଳେ ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌ଙ୍କ ସମେତ ଅନେକ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି। ସଞ୍ଜୁ ସାମସନଙ୍କୁ ଆଉଥରେ ଉପେକ୍ଷା କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଇଶାନ କିଶନ ପ୍ରତ୍ୟାବର୍ତ୍ତନ କରିଛନ୍ତି।

 

ଭାରତୀୟ ଦଳ ସୂର୍ଯ୍ୟକୁମାର ଯାଦବ(ଅଧିନାୟକ), ଋତୁରାଜ ଗାଏକ୍ୱାଡ(ଉପ ଅଧିନାୟକ), ଇଶାନ କିଶନ, ଯଶସ୍ବୀ ଜୟସ୍ବାଲ, ତିଳକ ବର୍ମା, ରିଙ୍କୁ ସିଂ, ଜିତେଶ ଶର୍ମା(ଉଇକେଟ କିପର), ଓ୍ବାଶିଂଟନ୍‌ ସୁନ୍ଦର, ଅକ୍ଷର ପଟେଲ, ଶିବମ ଦୁବେ, ରବି ବିଷ୍ଣୋଇ, ଅର୍ଶଦୀପ ସିଂ, ପ୍ରସିଦ୍ଧ କ୍ରିଷ୍ଣା, ଆଭେଶ ଖାନ୍‌ ଓ ମୁକେଶ କୁମାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ