Masthead

ସୂର୍ଯ୍ୟକୁମାର ଯାଦବ ଅଧିନାୟକ, ସଞ୍ଜୁ ସାମସନ ବାଦ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଘୋଷଣା କରାଯାଇଛି। ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଭିଭିଏସ୍‌ ଲକ୍ଷ୍ମଣଙ୍କୁ କୋଚ୍‌ ରଖା ଯାଇଥିବା ବେଳେ ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌ଙ୍କ ସମେତ ଅନେକ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି। ସଞ୍ଜୁ ସାମସନଙ୍କୁ ଆଉଥରେ ଉପେକ୍ଷା କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଇଶାନ କିଶନ ପ୍ରତ୍ୟାବର୍ତ୍ତନ କରିଛନ୍ତି।

 

ଭାରତୀୟ ଦଳ ସୂର୍ଯ୍ୟକୁମାର ଯାଦବ(ଅଧିନାୟକ), ଋତୁରାଜ ଗାଏକ୍ୱାଡ(ଉପ ଅଧିନାୟକ), ଇଶାନ କିଶନ, ଯଶସ୍ବୀ ଜୟସ୍ବାଲ, ତିଳକ ବର୍ମା, ରିଙ୍କୁ ସିଂ, ଜିତେଶ ଶର୍ମା(ଉଇକେଟ କିପର), ଓ୍ବାଶିଂଟନ୍‌ ସୁନ୍ଦର, ଅକ୍ଷର ପଟେଲ, ଶିବମ ଦୁବେ, ରବି ବିଷ୍ଣୋଇ, ଅର୍ଶଦୀପ ସିଂ, ପ୍ରସିଦ୍ଧ କ୍ରିଷ୍ଣା, ଆଭେଶ ଖାନ୍‌ ଓ ମୁକେଶ କୁମାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’