Masthead

ଜବରଦଖଲ ଉଚ୍ଛେଦ ପ୍ରତିବାଦରେ ତହସିଲ ଅଫିସ ଘେରିଲା ଆଦିବାସୀ ସଂଘ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ) ସରକାରୀ ଜମିରୁ ଜବରଦଖଲ ଉଛେଦ ପ୍ରତିବାଦରେ ସମ୍ବଲପୁର ଜିଲ୍ଲା ନାକଟିଦେଉଳ ତହସିଲ ଅଫିସ ଘେରିଛି ପଶ୍ଚିମ ଓଡିଶା ଆଦିବାସୀ ସଂଘ । ନାକଟିଦେଉଳ ତହସିଲ ଅନ୍ତର୍ଗତ ଡଇଁଚା ରାଜସ୍ବ ସର୍କଲର ପାଇକମାଳ ମୌଜାର ତାଣ୍ଡବିରା ଛକରେ ଦୀଲ୍ଲିପ କିସପଟ୍ଟା ସରକାରୀ ଜମି ଜବରଦଖଲ କରି ଘର କରିଛନ୍ତି ।

ଏ ସମ୍ପର୍କରେ ସ୍ଥାନୀୟ ଲୋକମାନେ ବାରମ୍ବାର ଅଭିଯୋଗ କରିବା ପରେ ଦୀଲ୍ଲିପଙ୍କୁ ତହସିଲ ଅଫିସ ପକ୍ଷରୁ ଚିଠି କରାଯାଇଥିଲା । ପ୍ରଶାସନର ଏହି ନିଷ୍ପତ୍ତିକୁ ବିରୋଧ କରି ଶତାଧିକ ଆଦିବାସୀ ପୁରୁଷ ଓ ମହିଳା ନାକଟିଦେଉଳ ତହସିଲ ଅଫିସ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି