ଜବରଦଖଲ ଉଚ୍ଛେଦ ପ୍ରତିବାଦରେ ତହସିଲ ଅଫିସ ଘେରିଲା ଆଦିବାସୀ ସଂଘ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ) ସରକାରୀ ଜମିରୁ ଜବରଦଖଲ ଉଛେଦ ପ୍ରତିବାଦରେ ସମ୍ବଲପୁର ଜିଲ୍ଲା ନାକଟିଦେଉଳ ତହସିଲ ଅଫିସ ଘେରିଛି ପଶ୍ଚିମ ଓଡିଶା ଆଦିବାସୀ ସଂଘ । ନାକଟିଦେଉଳ ତହସିଲ ଅନ୍ତର୍ଗତ ଡଇଁଚା ରାଜସ୍ବ ସର୍କଲର ପାଇକମାଳ ମୌଜାର ତାଣ୍ଡବିରା ଛକରେ ଦୀଲ୍ଲିପ କିସପଟ୍ଟା ସରକାରୀ ଜମି ଜବରଦଖଲ କରି ଘର କରିଛନ୍ତି ।

ଏ ସମ୍ପର୍କରେ ସ୍ଥାନୀୟ ଲୋକମାନେ ବାରମ୍ବାର ଅଭିଯୋଗ କରିବା ପରେ ଦୀଲ୍ଲିପଙ୍କୁ ତହସିଲ ଅଫିସ ପକ୍ଷରୁ ଚିଠି କରାଯାଇଥିଲା । ପ୍ରଶାସନର ଏହି ନିଷ୍ପତ୍ତିକୁ ବିରୋଧ କରି ଶତାଧିକ ଆଦିବାସୀ ପୁରୁଷ ଓ ମହିଳା ନାକଟିଦେଉଳ ତହସିଲ ଅଫିସ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ