Masthead

ମିଛର ହୋଲସେଲର ପ୍ରଧାନମନ୍ତ୍ରୀ: ତେଜସ୍ୱୀ ଯାଦବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାମ ମନ୍ଦିରକୁ ନେଇ ଜୋର ଧରିଛି ରାଜନୀତି । ଆରଜେଡି ନେତା ତେଜସ୍ବୀ ଯାଦବରାମ ମନ୍ଦରକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ପ୍ରଭୁ ରାମ ଚାହିଁଲେ ସବୁ ଜାଗାରେ ଘର ଏବଂ ପ୍ରାସାଦ ନିର୍ମାଣ କରିହେବ । କିନ୍ତୁ ନରେନ୍ଦ୍ର ମୋଦି ଦର୍ଶାଇଛନ୍ତି ଯେ ସେ ପ୍ରଭୁ ରାମଙ୍କୁ ଏକ ଘର ଦେଇଛନ୍ତି। ଏକ କାର୍ଯ୍ୟକ୍ରମରେ ତେଜସ୍ବୀ ଯାଦବ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ପ୍ରଭୁ ରାମଙ୍କ ମନ୍ଦିର ନିର୍ମାଣ କରି ରାଜନୈତିକ ଫାଇଦା ହାସଲ କରିବାକୁ ଚାହୁଁଛି ବିଜେପି।

ମୋଦି ଜୀ ଜଣେ ନକଲି ବ୍ୟକ୍ତି, ସେ ହେଉଛନ୍ତି ମିଛର ହୋଲସେଲର, ମିଥ୍ୟା ବିତରକ। ମନ ଏବଂ ହୃଦୟରେ ବିଶ୍ୱାସ ରହିବା ସହ ଉଦ୍ଦେଶ୍ୟ ସ୍ପଷ୍ଟ ହେବା ଉଚିତ୍‌। ଯଦି ତୁମେ ଭୁଲ କାମ କରି ପାପ କରି ରାମ-ରାମ ଜପ କର, ତେବେ ରାମ ତୁମକୁ ଆଶୀର୍ବାଦ ଦେବ ନାହିଁ। ଯଦି ତୁମେ ଭଲ କାମ କର, ଈଶ୍ବରଙ୍କ ଆଶୀର୍ବାଦ ତୁମ ସହିତ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି