Masthead

ନିଟ୍ ଦୁର୍ନୀତି ମାମଲାରେ ମୁହଁ ଖୋଲିଲେ ତେଜସ୍ୱୀ ଯାଦବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆରଜେଡି ନେତା ତେଜସ୍ୱୀ ଯାଦବଙ୍କ ପିଏ ପ୍ରୀତମ କୁମାରଙ୍କ ଲିଙ୍କ ନିଟ ପେପର ଲିକ ସହ ରହିଥିବା ଅଭିଯୋଗ ହୋଇଛି । ଏନେଇ ରାଷ୍ଟ୍ରିୟ ଜନତା ଦଳ ଆରଜେଡି ନେତା ତେଜସ୍ୱୀ ଯାଦବ ଶୁକ୍ରବାର ଦିନ ବିହାର ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନାଙ୍କୁ ନିନ୍ଦା କରିଛନ୍ତି । ନିଟ୍-ୟୁଜି ୨୦୨୪ ପରୀକ୍ଷା ପରିଚାଳନାରେ ପ୍ରଶ୍ନପତ୍ର ଲିକ୍ ଓ ଦୁର୍ନୀତି ମାମଲାର ରାଷ୍ଟ୍ରୀୟ ଜନତା ଦଳ ଆରଜେଡି ନେତା ତେଜସ୍ୱୀ ଯାଦବଙ୍କ ସହଯୋଗୀଙ୍କ ହାତ ରହିଛି ବୋଲି ବିଜୟ କୁମାର ଅଭିଯୋଗ ଆଣିବା ପରେ ଏବେ ମୁହଁ ଖୋଲିଛନ୍ତି ତେଜସ୍ବୀ ଯାଦବ । ସେପଟେ ବିଜୟ ସିହ୍ନା ଙ୍କ ଅଭିଯୋଗ ପରେ ତଦନ୍ତକାରୀ ସଂସ୍ଥା ମଧ୍ୟ ତେଜସ୍ୱୀଙ୍କ ପିଏ ପ୍ରୀତମ କୁମାରଙ୍କୁ ଜେରା କରିବ ବୋଲି କୁହାଯାଉଛି ।

ସିହ୍ନା ଦାବି କରିଥିଲେ ଯେ ତେଜସ୍ୱୀ ଯାଦବଙ୍କ ସହଯୋଗୀ ପ୍ରୀତମ କୁମାର ବିହାର ସଡ଼କ ନିର୍ମାଣ ବିଭାଗ (ଆରସିଡି)ର ଜଣେ କର୍ମଚାରୀଙ୍କୁ ସିକନ୍ଦର ପ୍ରସାଦ ଯାଦେଭେଣ୍ଡୁଙ୍କ ପାଇଁ ଏକ କୋଠରୀ ବୁକ୍ କରିବା ପାଇଁ ଡାକିଥିଲେ । ସିକନ୍ଦର ପ୍ରସାଦ ଯାଦେଭେଣ୍ଡୁ ହେଉଛନ୍ତି ଜଣେ ଇଞ୍ଜିନିୟର, ଯିଏକି ନିଟ୍-ୟୁଜି ୨୦୨୪ ପରୀକ୍ଷା ପରିଚାଳନାରେ ପ୍ରଶ୍ନପତ୍ର ଲିକ୍ ଓ ଦୁର୍ନୀତି ଜଣେ ମନ୍ତ୍ରୀ ଜୀଙ୍କ ସଂଯୋଗ ରହିଛି ବୋଲି ଖୁଲାସା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି