Masthead

କେସିଆର ମିଥ୍ୟା ପ୍ରତିଶ୍ରୁତିର ରେକର୍ଡ କରିଛନ୍ତି: ଅମିତ ଶାହ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ନେତା ଅମିତ ଶାହା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର)ଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତିି କେସିଆର କେବଳ ରାଜ୍ୟବାସୀଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇଛନ୍ତି। ତେଲେଙ୍ଗାନାର ଗାଡୱାଲରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ସେ ବିଆରଏସ ସରକାରକୁ କଡ଼ା ସମାଲୋଚନା କରିଛନ୍ତି । ଶାହା କହିଛନ୍ତି ଯେ କେସିଆର ମିଥ୍ୟା ପ୍ରତିଶ୍ରୁତିର ରେକର୍ଡ କରିଛନ୍ତି।

ଆସନ୍ତା ବିଧାନସଭା ନିର୍ବାଚନ ତେଲେଙ୍ଗାନାର ଭବିଷ୍ୟତ ବିଷୟରେ ଜଣାଇବ। ଏଠାକାର ଲୋକଙ୍କୁ ଏକ ଡବଲ୍ ଇଞ୍ଜିନ୍ ସରକାର ଦରକାର । ଜନସାଧାରଣଙ୍କୁ ସମ୍ବୋଧିତ କରି ଗୃହମନ୍ତ୍ରୀ କହିଛନ୍ତି ଯେ ଆମେ ତେଲେଙ୍ଗାନାର ଯୁବକମାନଙ୍କୁ କହିବାକୁ ଚାହୁଁଛୁ ଯେ ସେମାନେ ବର୍ତ୍ତମାନ ବିଆରଏସ କୁ ଭିଆରଏସ ଦେବା ଉଚିତ୍। ମୁଖ୍ୟମନ୍ତ୍ରୀ କେସିଆର ଚାଷୀଙ୍କୁ କୌଣସି ଅଧିକାର ଦେଇନାହାନ୍ତି। ଅମିତ ଶାହା ତେଲେଙ୍ଗାନାରେ ପଛୁଆ ରାଜନୀତି ବିଷୟରେ ମଧ୍ୟ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା