Masthead

କଂଗ୍ରେସ ସହ ମେଣ୍ଟ କଲାବେଳେ ଶରଦ ବିଜେପିର ‘ବି’ ଦଳ କହିଥିଲେ: କେସିଆର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର) ଏନସିପି ମୁଖ୍ୟ ଶରଦ ପାୱାରଙ୍କ ଉପରେ ବର୍ଷିଛନ୍ତି । ଖାଲି ଶରଦ ପାୱାର ନୁହନ୍ତି ତାଙ୍କ ପୁତୁରା ଅଜିତ ପାୱାରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି । ଅଜିତ ପାୱାର ବିଜେପି-ଶିବସେନା ମିଳିତ ସରକାରରେ ଯୋଗଦେବାକୁ ନେଇ କେସିଆର ଏନସିପି ନେତାମାନଙ୍କୁ ‘ପାଗଳ’ ବୋଲି କହିଛି। କେସିଆର କହିଛନ୍ତି ଯେ ଶରଦ ପାୱାର କଂଗ୍ରେସ ସହ ମେଣ୍ଟ କରିଥିଲେ, ସେ ମୋତେ ବିଜେପିର ‘ବି’ ଦଳ ବୋଲି କହିଥିଲେ । ବର୍ତ୍ତମାନ ସେ ବିଜେପି ସରକାରରେ ଯୋଗ ଦେଇଛନ୍ତି। ସେଥିପାଇଁ ମୁଁ ଏହି ଲୋକଙ୍କୁ ପାଗଳ ବୋଲି କହୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ