Masthead

କଂଗ୍ରେସ ସହ ମେଣ୍ଟ କଲାବେଳେ ଶରଦ ବିଜେପିର ‘ବି’ ଦଳ କହିଥିଲେ: କେସିଆର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର) ଏନସିପି ମୁଖ୍ୟ ଶରଦ ପାୱାରଙ୍କ ଉପରେ ବର୍ଷିଛନ୍ତି । ଖାଲି ଶରଦ ପାୱାର ନୁହନ୍ତି ତାଙ୍କ ପୁତୁରା ଅଜିତ ପାୱାରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି । ଅଜିତ ପାୱାର ବିଜେପି-ଶିବସେନା ମିଳିତ ସରକାରରେ ଯୋଗଦେବାକୁ ନେଇ କେସିଆର ଏନସିପି ନେତାମାନଙ୍କୁ ‘ପାଗଳ’ ବୋଲି କହିଛି। କେସିଆର କହିଛନ୍ତି ଯେ ଶରଦ ପାୱାର କଂଗ୍ରେସ ସହ ମେଣ୍ଟ କରିଥିଲେ, ସେ ମୋତେ ବିଜେପିର ‘ବି’ ଦଳ ବୋଲି କହିଥିଲେ । ବର୍ତ୍ତମାନ ସେ ବିଜେପି ସରକାରରେ ଯୋଗ ଦେଇଛନ୍ତି। ସେଥିପାଇଁ ମୁଁ ଏହି ଲୋକଙ୍କୁ ପାଗଳ ବୋଲି କହୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’