Masthead

ଟେଲିଭିଜନ ତାରକା ରାଜୀବ ପାଲ କରୋନା ସଂକ୍ରମିତ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): କରୋନାରେ ସଂକ୍ରମିତ ହେଲେ ଆଉ ଜଣେ ତାରକା । ଟେଲିଭିଜନ ଅଭିନେତା ରାଜୀବ ପାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବୁଧବାର ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ସେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ଦେଇ ଲେଖିଛନ୍ତି ଯେ, ସ୍ଥିତି ଅଣାୟତ ହେବା ଆଗରୁ ଭଲ ହାତରେ ଟେକିଦେବା ଉଚିତ ।

ଏଠାରେ ଡାକ୍ତର ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ରେମଡେସିଭିର ସହ ଅନ୍ୟ ଔଷଧ ଦେଇ ମୋର ଚିକିତ୍ସା ଆରମ୍ଭ କରିଛନ୍ତି । ଏହାଛଡ଼ା ହସ୍ପିଟାଲ ଯିବାକୁ ତାଙ୍କୁ ବୁଝାଇଥିବା ତାଙ୍କ ସାଙ୍ଗ ମାନଙ୍କୁ ମଧ୍ୟ ସେ ଧନ୍ୟବାଦ ଦେଇଛନ୍ତି । ସସୁରାଲ ସିମରକା ୨ରେ ରାଜୀବ ପାଲ କାର୍ଯ୍ୟ କରୁଛନ୍ତି । କରୋନାରେ ସଂକ୍ରମିତ ହେବା ପରେ ଥଣ୍ଡା, ଜ୍ୱର କମୁନଥିବା ଯୋଗୁଁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ