Masthead

ବିଜେପିରେ ମିଶିଲେ ପ୍ରେମାନନ୍ଦ ଓ ରାଜେନ୍ଦ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ । ନିଜ ସମର୍ଥକଙ୍କ ଗହଣରେ ଆସି ଦଳୀୟ କାର୍ୟ୍ୟାଳୟରେ ବିଜେପିରେ ସାମିଲ ହେଲେ । ତେଲକୋଇରୁ ୨୦୦୯ ଓ ୨୦୧୯ରୁ ବିଧାୟକ ହୋଇଥିଲେ ପ୍ରେମାନନ୍ଦ ନାୟକ । ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରେମାନନ୍ଦ ନାୟକ । ସେପଟେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ବି ବିଜେପିରେ ବିଧିବଦ୍ଧ ଭାବେ ଯୋଗ ହେଇଛନ୍ତି ।

ଗତ ଧାମନଗର ଉପ-ନିର୍ବାଚନ ବେଳେ ରାଜେନ୍ଦ୍ର ଦାସଙ୍କୁ ଟିକେଟ ନ ମିଳିବାରୁ ସ୍ୱାଧୀନ ଭାବେ ନିର୍ବାଚନ ଲଢିଥିଲେ । ଦଳ ବିରୋଧୀ କାମ ପାଇଁ ରାଜେନ୍ଦ୍ରଙ୍କୁ ବିଜେଡି ବହିଷ୍କାର କରିଥିଲା । ତେବେ ସାଧାରଣ ନିର୍ବାଚନ ପୂର୍ବରୁ ରାଜେନ୍ଦ୍ର ଏବେ ବିଜେପି କ୍ୟାମ୍ପରେ ଯୋଗ ଦେଇଛନ୍ତି । ଅନ୍ୟପଟେ ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା